www.samajalive.in
Saturday, December 6, 2025
15.1 C
Bhubaneswar

ଫୁଲବାଣୀ ସ୍ୱେଚ୍ଛାସେବୀ ମହାସଂଘର ଯୋଜନା ଓ ସମନ୍ୱୟ ବୈଠକ

ଫୁଲବାଣୀ: ଫୁଲବାଣୀ ସ୍ୱଚ୍ଛାସେବୀ ମହାସଂଘର ଏକ ସାଧରଣ ବୈଠକ ପାବୁରିଆ ଠାରେ ଅନୁଷ୍ଠିତ ହୋଇଯାଇଛି। ବୈଠକକୁ ପି.ଏ.ଜି.ର ଅଧ୍ୟକ୍ଷ ରାମ ଚନ୍ଦ୍ର ଦାସ ପୌରାହିତ୍ୟ କରିଥିବା ବେଳେ ଅନ୍ୟ ସଦସ୍ୟ ଅନୁଷ୍ଠାନ ମଧ୍ୟରେ ୧୯ ଗୋଟି ସ୍ୱଚ୍ଛାସେବୀ ଅନୁଷ୍ଠାନର ମୁଖ୍ୟମାନେ ଉପସ୍ଥିତ ରହି ପି.ଏ.ଜି ର ବିଭିନ୍ନ କାର୍ଯ୍ୟପ୍ରଣାଳି ଓ କାର୍ଯ୍ୟଖସଡା ବିଷୟରେ ଆଲୋଚନା କରିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ସମାଜସେବୀ ସ୍ୱର୍ଗତ କୁଞ୍ଜବିହାରି ସେନାପତି, ବରିଷ୍ଠ ପ୍ରଶାସକ ସ୍ୱର୍ଗତ ବିରେନ୍ଦ୍ର ଦାସ, ଗାନ୍ଧୀବାଦୀ ଓ ସମାଜସେବୀ ସ୍ୱର୍ଗତ ବିନୋଦ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଓ ସ୍ମୁତି ସଭା ଅନୁଷ୍ଠିତ ହୋଇଥିଲା। ବୈଠକରେ ଉପସ୍ଥିତ ଅନୁଷ୍ଠାନର ମୁଖ୍ୟମାନେ ସାମ୍ପ୍ରତିକ ପରିସ୍ଥିତିରେ ସ୍ୱଚ୍ଛାସେବୀ ଅନୁଷ୍ଠାନ ମାନଙ୍କର କାର୍ଯ୍ୟଧାରା ଓ ସରକାରଙ୍କ ନୀତିକୁ ଦୃଷ୍ଟିରେ ରଖି ବିଭିନ୍ନ ଆଲୋଚନା କରିଥିଲେ। ମହାସଂଘ ଆଗାମି ଦିନରେ ନବ ନିର୍ବାଚିତ ଲୋକ ପ୍ରତିନିଧିଙ୍କ ସହ ଏକ ଆଲୋଚନା ରଖିବା ସହିତ କନ୍ଧମାଳ ଜିଲ୍ଲାର ସମସ୍ୟା ଉପରେ ଏକ ତଥ୍ୟ ରଖିବେ ବୋଲି ମହାସଂଘର ଅଧ୍ୟକ୍ଷ କହିଥିଲେ।

ଅଧିକ ସମ୍ବାଦ ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ: https://samajalive.in

- Advertisement -

ମୋବାଇଲରେ ସମ୍ବାଦ ପାଇବା ପାଇଁ ଏହି ଲିଙ୍କରେ କ୍ଲିକ କରି ଆମ ହ୍ଵାଟସ ଆପ ଗୃପରେ ଜଏନ କରନ୍ତୁ: https://chat.whatsapp.com/8tkc88wC0L7089V56S8SyG

ସମାଜ ଡିଜିଟାଲ ନିଉଜ ଅପଡେଟ ଚ୍ୟାନେଲରେ ଫଲୋ କରିବା ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ: https://whatsapp.com/channel/0029VaKt8Sq0gcfMSlTf6B43

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories