www.samajalive.in
Monday, December 15, 2025
27.1 C
Bhubaneswar

କୂଅକୁ ଖସି ପଡ଼ିଲେ ୨ ଶିଶୁ, ଜଣେ ମୃତ

ଭବାନୀପାଟଣା: ଖେଳିବାବେଳେ ୨ ଶିଶୁ କୂଅରେ ଖସି ପଡ଼ିଥିଲାବେଳେ ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଭବାନୀପାଟଣା ଟାଉନଥାନା ଜେନାଖାଲପଡ଼ାରେ ଏହି ଅଭାବନୀୟ ଘଟଣା ଘଟଣା ଘଟିଛି। ଦୁଇ ଜଣ ଶିଶୁ ଖେଳୁଥିବାବେଳେ କୂଅରେ ଖସି ପଡ଼ିଥିଲେ। ଖବର ପାଇ ସ୍ଥାନୀୟ ଲୋକେ କୂଅ ଭିତରୁ ଉଭୟଙ୍କୁ ଉଦ୍ଧାର କରିଥିଲେ। ସେମାନଙ୍କ ମଧ୍ୟରୁ ୭ ବର୍ଷର ବାଳକର ମୃତ୍ୟୁ ହୋଇଯାଇଥିବାବେଳେ  ଅନ୍ୟ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି।

Hot this week

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

Related Articles

Popular Categories