www.samajalive.in
Saturday, December 13, 2025
14.1 C
Bhubaneswar

ମାସେ ପରେ ଅପହୃତ ଉଦ୍ଧାର, ୪ ଗିରଫ

ପାରଳାଖେମୁଣ୍ଡି: ଟଙ୍କା ଛପା ମେସିନ କହି ଠକେଇରୁ ଅପହରଣ କରାଯାଇଥିଲା। ଟଙ୍କା ଛପା ମେସିନ ନାଁରେ ୧୬ଲକ୍ଷ ଟଙ୍କା ଠକେଇ ଅଭିଯୋଗ ହୋଇଛି। ଏହି ଗ୍ୟାଙ୍ଗର ଜଣଙ୍କୁ ଅପହରଣ କରି ନେଇଥିଲେ ଠକାମୀର ବ୍ୟକ୍ତି। ଅପହରଣ ପରେ ୩୦ଲକ୍ଷ ମାଗିଥିଲେ। ଅପହୃତଙ୍କ ଜୀବନ ବଞ୍ଚାଇବା ପାଇଁ ପରିବାର ଲୋକେ ୬ ଲକ୍ଷ ଟଙ୍କା ଦେଇଥିଲେ । ଅପହରଣର ମାସେ ପରେ ଚିଲିକା ବଡ଼କୂଳ ନିକଟ ଏକ ଲଜରୁ ଅପହୃତକୁ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି। ମୁଖ୍ୟ ଅଭିଯୁକ୍ତ ସହ ୪ଜଣଙ୍କୁ ଗିରଫ କରାଯାଇଛି ଏବଂ ଟଙ୍କା ଛପା ମେସିନ ଓ ୫ ମୋବାଇଲ ଜବତ ହୋଇଛି। ଏହି ମାମଲାରେ ସମ୍ପୃକ୍ତ ଅନ୍ୟମାନଙ୍କୁ  ଶୀଘ୍ର ଗିରଫ କରାଯିବ ବୋଲି ପୁଲିସ ସୂଚନା ଦେଇଛନ୍ତି।

Hot this week

ଭାରତରେ ଲିଓନେଲ୍‌ ମେସି

ସମାଜ ଡିଜିଟାଲ ଡେସ୍କ: ଭାରତରେ କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସି...

ଶନିବାର ରାଶିଫଳ: ଈପ୍‌ସିତ ଅର୍ଥ ପ୍ରାପ୍ତିର ସୂଚନା

ମେଷ: ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ଆଶୁ ବିପଦର ମୁକାବିଲା କରିପାରନ୍ତି।...

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

Related Articles

Popular Categories