www.samajalive.in
Tuesday, December 9, 2025
16.1 C
Bhubaneswar

ଦେଖନ୍ତୁ ଭିଡିଓ: ରାଜଧାନୀରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରାର ଦୃଶ୍ୟ

ଭୁବନେଶ୍ଵର: କାରଗିଲ ବିଜୟ ଦିବସର ୨୫ ବର୍ଷ ପୂର୍ତ୍ତି ଅବସରରେ ଦେଶବ୍ୟାପୀ ଉତ୍ସବ ପାଳନ ହେଉଛି। ଏହି ଉପଲକ୍ଷେ ରାଜଧାନୀ ଭୁବନେଶ୍ଵରରେ ଶନିବାର ଭାରତୀୟ ଜନତା ଯୁବମୋର୍ଚ୍ଚା ପକ୍ଷରୁ ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା କରାଯାଇଛି। ପୁରୁଣା ଭୁବନେଶ୍ଵରର ବଢେଇବାଙ୍କ ଛକଠାରୁ ମାଷ୍ଟର କ୍ୟାଣ୍ଟନି ଛକ ପର୍ଯ୍ୟନ୍ତ ଭାରତୀୟ ଜନତା ଯୁବମୋର୍ଚ୍ଚା ତରଫରୁ ଏହି ଶୋଭାଯାତ୍ରା କରାଯାଇଥିଲା। ଏଥିରେ ଏକ ବିରାଟ ତ୍ରିରଙ୍ଗାକୁ ସାମିଲ କରାଯାଇଥିଲା। ଶତାଧିକ କର୍ମୀ ତ୍ରିରଙ୍ଗାକୁ ଧରି ଶୋଭାଯାତ୍ରାରେ ବାହାରିଥିଲେ।

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories