www.samajalive.in
Sunday, December 7, 2025
26.1 C
Bhubaneswar

କାଶ୍ମୀରରେ ମର୍ମନ୍ତୁଦ ଦୁର୍ଘଟଣା ; ଗୋଟିଏ ପରିବାରର ୮ ମୃତ

ଶ୍ରୀନଗର : ଜାମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାର ଡକସୁମରେ ଶନିବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ କାର ଘାଟିରେ ଓଲଟି ପଡି ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୮ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ୫ ଶିଶୁ ଓ ୨ ଜଣ ମହିଳା ଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ସମସ୍ତ ମୃତକ କିଶତୱାଡର ନିବାସୀ । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

ମହଙ୍ଗା ପଡିଲା ଖେଳ; ଭିଡିଓରେ ଦେଖନ୍ତୁ ,ନାଗସାପକୁ ୧ ଘଣ୍ଟା ଚିଡାଇବା ପରେ..

- Advertisement -

 

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories