www.samajalive.in
Monday, December 15, 2025
24.1 C
Bhubaneswar

ଐଶ୍ୱର୍ଯ୍ୟାଙ୍କ ହାତ ଧରିବେ ତେଜ୍‌

ଆରଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କ ବଡ଼ ପୁଅ ତେଜ ପ୍ରତାପ ଯାଦବ ଖୁବ୍‌ ଶୀର୍ଘ ଐଶ୍ୱର୍ଯ୍ୟା ରାୟଙ୍କ ସହିତ ବିବାହ କରିବାକୁ ଯାଉଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଇତିହାସରେ ସ୍ନାତକ ପାସ୍‌ କରିଥିବା ଐଶ୍ୱର୍ଯ୍ୟା ଆରଜେପି ନେତା ଚନ୍ଦ୍ରିକା ରାୟଙ୍କ ସୁକନ୍ୟା । ଐଶ୍ୱର୍ଯ୍ୟାଙ୍କ ଜେଜେବାପା ହେଉଛନ୍ତି ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଦାରୋଗା ପ୍ରସାଦ ରାୟ । ଚଳିତ ମାସ ଶେଷ ସୁଦ୍ଧା ନିର୍ବନ୍ଧ ପର୍ବ ଅନୁଷ୍ଠିତ ହେବ ଏବଂ ମେ’ ମାସ ସୁଦ୍ଧା ବିବାହ ସମ୍ପନ୍ନ ହେବ ବୋଲି ଜଣାପଡ଼ିଛି । ପାଟ୍‌ନାର ଭେଟେରିନାରୀ କଲେଜ୍‌ ପଡ଼ିଆରେ ବିବାହ ଉତ୍ସବ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories