www.samajalive.in
Sunday, December 7, 2025
26.1 C
Bhubaneswar

ଅନ୍ତିମ ଯାତ୍ରାରେ ଟାଙ୍ଗରପାଲି ଗାଁ ଗୌନ୍ତିଏନ

ରେଙ୍ଗାଲିକ୍ୟାମ୍ପ: ଅତାବିରା ବ୍ଲକ୍ ଅନ୍ତର୍ଗତ ଟାଙ୍ଗରପାଲି ଗାଁର ଗୌନ୍ତିଏନ ବସନ୍ତ ପତିଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୦ ବର୍ଷ ହୋଇଥିଲା। ସେ ଗୌନ୍ତିଆ ଯଦୁମଣି ପତିଙ୍କର ଧର୍ମପତ୍ନୀ ଥିଲେ। ତାଙ୍କର ବାମ ଗୋଡ ଭାଙ୍ଗି ଯାଇଥିବାରୁ ଚାରି ବର୍ଷ ଧରି ସେ ଶଯ୍ୟାଶାୟୀ ହୋଇ ଚିକିତ୍ସିତ ହୋଇ ଆସୁଥିଲେ। ସଂପ୍ରତି ସମାଜରେ ଗୌନ୍ତିଆ ପରମ୍ପରା ଆଉ ଚାଲି ନଥିଲେ ମଧ୍ୟ ଗୌନ୍ତିଆଙ୍କ ମୃତ୍ୟୁ ପରେ, ବସନ୍ତଙ୍କୁ ଗ୍ରାମବାସୀ ଗୌନ୍ତିଏନ ବୋଲି ମାନୁ ଥିଲେ। ଗ୍ରାମର ଯେ କୌଣସି କାମ କରିବା ପୂର୍ବରୁ ତାଙ୍କ ପରାମର୍ଶ ନେଉଥିଲେ, ଏମିତିକି ସେ ଶଯ୍ୟାଶାୟୀ ଥିବା ସମୟରେ ମଧ୍ୟ ବସନ୍ତ ଗ୍ରାମବାସୀଙ୍କୁ ମାତୃତୁଲ୍ୟ ସ୍ନେହ ଦେଇ ଆସୁଥିଲେ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories