www.samajalive.in
Friday, December 5, 2025
20.1 C
Bhubaneswar

ବିରଳ ଶାଳିଆ ପତିନି ଉଦ୍ଧାର

ପାଟଣା: ପାଟଣା ବନାଞ୍ଚଳ ଇଲାକା ଖଡିକାପଦା ହୁଡ଼ି ସାହିରୁ ବର୍ଷା ମାଡରେ ହାଲିଆ ହୋଇ ପଡିଥିବା ଏକ ବଡ଼ କଳା ରଙ୍ଗର ଭିନ୍ନ ପ୍ରଜାତିର ବିରଳ ଶାଳିଆପତିନିକୁ ବନବିଭାଗ ଉଦ୍ଧାର କରିବା ସହ ପ୍ରାଥମିକ ଚିକିତ୍ସା ଯୋଗାଇ ଦେଇଥିଲା। ଶାଳିଆ ପତିନିଟି ଚଳ ଚଞ୍ଚଳ ହବା ପରେ ତାକୁ ବନପାଳ ଭୂପତି ସେଠୀ ଜଙ୍ଗଲରେ ଛାଡି ଦେଇଥିବା ସୁଚନା ମିଳିଛି।

ଅଧିକ ସମ୍ବାଦ ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ: https://samajalive.in

- Advertisement -

ମୋବାଇଲରେ ସମ୍ବାଦ ପାଇବା ପାଇଁ ଏହି ଲିଙ୍କରେ କ୍ଲିକ କରି ଆମ ହ୍ଵାଟସ ଆପ ଗୃପରେ ଜଏନ କରନ୍ତୁ: https://chat.whatsapp.com/8tkc88wC0L7089V56S8SyG

ସମାଜ ଡିଜିଟାଲ ନିଉଜ ଅପଡେଟ ଚ୍ୟାନେଲରେ ଫଲୋ କରିବା ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ: https://whatsapp.com/channel/0029VaKt8Sq0gcfMSlTf6B43

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories