www.samajalive.in
Sunday, December 7, 2025
14.1 C
Bhubaneswar

ଦିନ ୧୦ଟା – ମୁଖ୍ୟ ଖବର

୧) ୯ଟି ରାଜ୍ୟର ନୂଆ ରାଜ୍ୟପାଳ ନିଯୁକ୍ତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
– ଛତିଶଗଡ, ରାଜସ୍ଥାନ, ତେଲେଙ୍ଗାନା, ସିକ୍କିମ, ଝାଡଖଣ୍ଡ, ମେଘାଳୟ, ମହାରାଷ୍ଟ୍ର, ପଞ୍ଜାବ ଓ ଚଣ୍ଡିଗଡ ଏବଂ ଆସାମର ନୂଆ ରାଜ୍ୟପାଳ ନିଯୁକ୍ତ
– ମଣିପୁର ରାଜ୍ୟପାଳ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ ଆସାମ ରାଜ୍ୟପାଳ
– ପଞ୍ଜାବ ରାଜ୍ୟପାଳ ବନଓ୍ବାରିଲାଲ ପୁରୋହିତଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଷ୍ଟ୍ରପତି
୨) ହୀରାକୁଦ ଛାଡିଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
– ୭ ନମ୍ବର ସ୍ଲୁଇସ୍‌ ଗେଟ୍‌ରୁ ପ୍ରଥମ ବନ୍ୟାଜଳ ନିଷ୍କାସନ
– ଦିନ ୧୨ଟା ପରେ ଆଉ ୭ଟି ଏବଂ ଅପରାହ୍ନ ୨ଟା ପରେ ଆଉ ୬ଟି ଗେଟ୍‌ ଖୋଲିବା ନେଇ ସୂଚନା
୩) ଆଜି ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୧୬.୯୩ ଫୁଟ୍‌
– ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୩ ଲକ୍ଷ ୧୬ ହଜାର ୬୦୦ ଘନଫୁଟ୍‌ ଜଳ
– ପ୍ରତି ସେକେଣ୍ଡରେ ଜଳଭଣ୍ଡାରରୁ ନିଷ୍କାସିତ ହେଉଛି ୪୦ ହଜାର ୧୨୬ ଘନଫୁଟ୍‌ ଜଳ
୪) ପ୍ରବଳ ବର୍ଷା ଯୋଗୁ ଦିଲ୍ଲୀର ଏକ କୋଚିଂ ସେଣ୍ଟରରେ ପାଣି ପଶିଯିବା ଫଳରେ ୩ ଛାତ୍ର ମୃତ
୫) ରେଢ଼ାଖୋଲ ପାଣ୍ଡିରିଶିଳା ଗାଁରେ ଅଭାବନୀୟ ଘଟଣା, ଘରେ ଶୋଇଥିବା ବେଳେ ଦମ୍ପତିଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
୬) ଲଘୁଚାପ କ୍ଷେତ୍ର ସୃଷ୍ଟି ଯୋଗୁ ପ୍ରବଳ ବର୍ଷା ସମ୍ଭାବନା
– ୫ ଜିଲ୍ଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, ବରଗଡ଼ ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
୭) ଭାରତୀୟ କ୍ରୀଡ଼ାବିତମାନଙ୍କ ପାଇଁ ପ୍ୟାରିସରେ ନିର୍ମାଣ ହେଲା ଇଣ୍ଡିଆ ହାଉସ୍

ଅଧିକ ସମ୍ବାଦ ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ: https://samajalive.in

- Advertisement -

ମୋବାଇଲରେ ସମ୍ବାଦ ପାଇବା ପାଇଁ ଏହି ଲିଙ୍କରେ କ୍ଲିକ କରି ଆମ ହ୍ଵାଟସ ଆପ ଗୃପରେ ଜଏନ କରନ୍ତୁ: https://chat.whatsapp.com/8tkc88wC0L7089V56S8SyG

ସମାଜ ଡିଜିଟାଲ ନିଉଜ ଅପଡେଟ ଚ୍ୟାନେଲରେ ଫଲୋ କରିବା ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ: https://whatsapp.com/channel/0029VaKt8Sq0gcfMSlTf6B43

Hot this week

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

Related Articles

Popular Categories