www.samajalive.in
Monday, December 8, 2025
16.1 C
Bhubaneswar

ଗୋଆ ବିପକ୍ଷ ରଣଜୀ ମ୍ୟାଚ୍‌ ପାଇଁ ଓଡ଼ିଶା ଦଳ

କଟକ  : ଆସନ୍ତା ୭ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରର ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ଗୋଆ ମଧ୍ୟରେ ରଣଜୀ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ୧୫ ଜଣିଆ ଓଡ଼ିଶା ଦଳ ଘୋଷଣା କରାଯାଇଛି।

ଓଡ଼ିଶା ରଣଜୀ ଦଳ :   ଶୁଭ୍ରାଂଶୁ ଶେଖର ସେନାପତି (ଅଧିନାୟକ), ଅନୁରାଗ ଷଡଙ୍ଗୀ (ଉପଅଧିନାୟକ), ଦେବାଶିଷ ସାମନ୍ତରାୟ, ବିପ୍ଲବ ସାମନ୍ତରାୟ, ଅଭିଷେକ ରାଉତ, ସୁଜିତ ଲେଙ୍କା (ୱିକେଟରକ୍ଷକ), ଧିରଜ ସିଂ, ବସନ୍ତ ମହାନ୍ତି, ସୂର୍ଯ୍ୟକାନ୍ତ ପ୍ରଧାନ, ରାଜେଶ ମହାନ୍ତି, ରଞ୍ଜିତ ସିଂ, ଦେବବ୍ରତ ପ୍ରଧାନ, ଶୁଭମ ନାୟକ, ସନ୍ଦୀପ ପଟ୍ଟନାୟକ ଓ ଶାନ୍ତନୁ ମିଶ୍ର।
ସପୋର୍ଟ ଷ୍ଟାଫ୍‌ : ରାକେଶ ମହାନ୍ତି (ମ୍ୟାନେଜର ତଥା ପର୍ଯ୍ୟବେକ୍ଷକ), ରଶ୍ମିରଞ୍ଜନ ପରିଡ଼ା (ପ୍ରଶିକ୍ଷକ), ଶୁଭକାନ୍ତ ସାହୁ (ଫିଜିଓ), ମନୋଜ କୁମାର ବିଶ୍ବାଳ (ଟ୍ରେନର)।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories