www.samajalive.in
Thursday, December 11, 2025
27.1 C
Bhubaneswar

ବୋଲବମ ପାଣି ଉଠାଇବାବେଳେ ଭାସିଗଲେ ଯୁବକ

କଟକ : ବୋଲବମ ପାଣି ଉଠାଇବାବେଳେ ଜଣେ ଯୁବକ ଭାସିଯାଇ ନିଖୋଜ ଅଛନ୍ତି । ଗଡଗଡିଆ ଘାଟରେ ବୋଲବମ୍ ପାଣି ଉଠାଇବାବେଳେ ୩ ଜଣ ଭାସିଯାଇଥିଲେ । ତେବେ ୨ ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ ଜଣେ ନିଖୋଜ ଅଛନ୍ତି । ନିଖୋଜ ଯୁବକ ଜଣକ ଭୁବନେଶ୍ବର ପଟିଆରୁ ପାଣି ଉଠାଇବା ପାଇଁ ଗଡଗଡିଆ ଘାଟ ଆସିଥିଲେ । ତାଙ୍କ ସନ୍ଧାନ ଜାରି ରହିଛି ।

ଫଳରୁ ବ୍ୟାପୁଛି ନିପା ଭୂତାଣୁ

Hot this week

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

Related Articles

Popular Categories