www.samajalive.in
Sunday, December 7, 2025
14.1 C
Bhubaneswar

ଗଛକୁ ପିଟିଲା ବସ୍: ୭ ଗୁରୁତର

ଜଳେଶ୍ଵର: ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବସ୍‌, ୭ ଗୁରୁତର। ଜଳେଶ୍ଵର ବାଲିଆପାଳ -ବସ୍ତା ରାସ୍ତାର କୁଟୁରା ଛକ ନିକଟରେ ଅଭାବନୀୟ ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ ନୁପୁର ନାମକ ଘରୋଇ ବସ୍ ଯାତ୍ରୀମାନଙ୍କୁ ନେଇ ବାଲେଶ୍ଵର ଅଭିମୁଖେ ଯାଉଥିଲା। ବସ୍ ରେ ପ୍ରାୟ ୩୦ରୁ ଅଧିକ ଯାତ୍ରୀ ଥିଲେ। ଏତିକି ବେଳେ ପୁଟୁରା ଛକ ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ  ଗଛରେ ପିଟି ହୋଇଯାଇଥିଲା। ଦୁର୍ଘଟଣାରେ ୭ ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିଲେ। ବସ୍ ଡ୍ରାଇଭର ସମତେ ୭ ଗୁରୁତରଙ୍କୁ ବସ୍ତା ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories