www.samajalive.in
Saturday, December 6, 2025
26.1 C
Bhubaneswar

ସମବାୟ ମନ୍ତ୍ରୀଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

ଭୁବନେଶ୍ୱର: ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପବଳ ସାମନ୍ତଙ୍କୁ ନୋଟିସ କରିଛନ୍ତି ହାଇକୋର୍ଟ । ନିର୍ବାଚନ ଅନିୟମିତତା ମାମଲାରେ ନୋଟିସ୍ ଜାରି ହୋଇଛି । ସୁକିନ୍ଦାରୁ ନିର୍ବାଚିତ ହୋଇ ମନ୍ତ୍ରୀ ହୋଇଛନ୍ତି ପ୍ରଦୀପବଳ ସାମନ୍ତ । ନିର୍ବାଚନୀ ସତ୍ୟପାଠରେ ଅପରାଧିକ ତଥ୍ୟ ଲୁଚାଇଥିବା ନେଇ ଅଭିଯୋଗ ହୋଇଥିଲା । ପୂର୍ବତନ ସୁକିନ୍ଦା ବିଜେଡି ବିଧାୟକ ପ୍ରୀତିରଞ୍ଜନ ଘଡାଇ ଏହି ଅଭିଯୋଗ କରିଥିଲେ । ଏହି ମାମଲାରେ ମନ୍ତ୍ରୀଙ୍କୁ ନୋଟିସ ଜାରି କରିଛନ୍ତି ହାଇକୋର୍ଟ । ଆସନ୍ତା ସେପ୍ଟେମ୍ବରରେ ମାମଲାର ପରବର୍ତ୍ତୀ ଶୁଣାଣି କରିବେ ହାଇକୋର୍ଟ ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories