www.samajalive.in
Saturday, December 6, 2025
23.1 C
Bhubaneswar

୧୦ ବର୍ଷରେ ୪୮ ହାଜତ ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ବିଗତ ୧୦ ବର୍ଷ ମଧ୍ୟରେ ରାଜ୍ୟରେ ୪୮ଟି ହାଜତ ମୃତ୍ୟୁ ଘଟିଛି। ସୋମବାର ବିଧାନସଭାରେ ଏହି ଉତ୍ତର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଂ​‌ଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ ୧୦ ବର୍ଷରେ ଓଡ଼ିଶାରେ ୪୮ ଜଣଙ୍କର ହାଜତ ମୃତ୍ୟୁ ଘଟିଛି। ୨୦୧୫ରେ ସର୍ବାଧିକ ୮ ଜଣଙ୍କର ହାଜତ ମୃତ୍ୟୁ ହୋଇଥିବାବେଳେ ୨୦୧୬ରେ ୪, ୨୦୧୭ରେ ୩, ୨୦୧୮ରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ୨୦୧୯ରେ ୭ ଜଣ, ୨୦୨୦ରେ ୭ ଜଣ, ୨୦୨୧ରେ ୫, ୨୦୨୩ରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories