www.samajalive.in
Saturday, December 6, 2025
16.1 C
Bhubaneswar

ଅଟୋ ଓଲଟି ଜଣେ ମୃତ

ଉମରକୋଟ : କୁହୁଡ଼ି ପଞ୍ଚାୟତ କୁଆମ୍ବା ଗାଁ ପାଖ ଘାଟିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଏକ ଅଟୋ ଓଲଟି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଗୁରୁତର ହୋଇଛନ୍ତି। ସୂଚନା ଅନୁଯାୟୀ , ସମସ୍ତ ଗୁରୁତର ଶ୍ରମିକମାନଙ୍କୁ ଚନ୍ଦାହାଣ୍ଡି ମେଡ଼ିକାଲରେ ଭର୍ତ୍ତି କରାଯାଇଛି। କୁଆମ୍ବା ଗାଁରୁ ୨୫ ଜଣ ଶ୍ରମିକଙ୍କୁ ନେଇ ଅଟୋଟି ଯାଉଥିଲା। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories