www.samajalive.in
Saturday, December 6, 2025
16.1 C
Bhubaneswar

ବନ୍ଧ୍ୟାକରଣ ପ୍ରତି ମହିଳାଙ୍କ ତୁଳନାରେ ପୁରୁଷଙ୍କ ଆଗ୍ରହ ବଢୁଛି -ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ଭୁବନେଶ୍ୱର : ବନ୍ଧ୍ୟାକରଣ ପ୍ରତି ମହିଳାଙ୍କ ତୁଳନାରେ ପୁରୁଷଙ୍କ ଆଗ୍ରହ ବଢୁଛି। ସୋମବାର ବିଧାନସଭାରେ ଏହି ଲିଖିତ ଉତ୍ତର ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ୨୦୨୩-୨୪ରେ ୧୭୯୨ ପୁରୁଷ ବନ୍ଧ୍ୟାକରଣ କରିଛନ୍ତି। ୨୦୨୧-୨୨ରେ ୯୯୧, ୨୦୨୨-୨୩ରେ ୧୫୬୯ ପୁରୁଷ ବନ୍ଧ୍ୟାକରଣ କରିଛନ୍ତି । ୨୦୨୩-୨୪ରେ ୮୦୪୦୩ ମହିଳା ବନ୍ଧ୍ୟାକରଣ କରିଛନ୍ତି। ୩ ବର୍ଷରେ ମୋଟ୍‌ ୨ ଲକ୍ଷ ୫୯ ହଜାର ୮୨୨ ଜଣ ବନ୍ଧ୍ୟାକରଣ କରିଛନ୍ତି।

ଦେଖନ୍ତୁ ଭିଡିଓ ; ଗୋଟିଏ ସେଲଫି ପାଇଁ କେମିତି ମୃତ୍ୟୁକୁ ଡାକୁଛନ୍ତି ଯୁବକ..

- Advertisement -

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories