www.samajalive.in
Monday, December 8, 2025
14.1 C
Bhubaneswar

୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର : ଆସନ୍ତାକାଲି ପ୍ରବଳ ବର୍ଷା ନେଇ ୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଦିଆଯାଇଛି । କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏନେଇ ଜିଲାମାନଙ୍କୁ ସତର୍କ ରହିବାକୁ ସୂଚନା ଦିଆଯାଇଛି । ସତର୍କ ରହିବାକୁ ଜିଲା ପ୍ରଶାସନକୁ ଏସଆରସିଙ୍କ ନିର୍ଦ୍ଦେଶ ରହିଛି ।

ନାବାଳକ ବାଇକ ଚାଳକଙ୍କୁ ୨୫ ହଜାର ଟଙ୍କା ଜରିମାନା

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories