www.samajalive.in
Sunday, December 7, 2025
14.1 C
Bhubaneswar

ବ୍ଳକସ୍ତରୀୟ ସ୍ୱାଧୀନତା ଦିବସ ପାଇଁ ପ୍ରସ୍ତୁତି ବୈଠକ

ହରଭଙ୍ଗା :ହରଭଙ୍ଗା ବ୍ଲକ ସଭାଗୃହ ପ୍ରାଙ୍ଗଣରେ ହରଭଙ୍ଗା ବି. ଡି. ଓ ଶରତ କୁମାର ସେଠିଙ୍କ ଅଧ୍ୟକ୍ଷତାରେ ବ୍ଲକସ୍ତରୀୟ ୭୮ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ ପ୍ରାଥମିକ ସ୍କୁଲ ଠାରୁ କଲେଜ ଛାତ୍ର ଛାତ୍ରୀଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯିବ। କୃତୀ ପ୍ରତିଯୋଗୀଙ୍କୁ ସ୍ୱାଧୀନତା ଦିବସ ଦିନ ପୁରସ୍କୃତ କରାଯିବା ନିମନ୍ତେ ବୈଠକରେ ଆଲୋଚନା ହୋଇଛି।  ପ୍ୟାରେଡ ସହିତ ଅନ୍ୟାନ୍ୟ ଦିଗ ଉପରେ ପଙ୍ଖାନୁପୁଙ୍ଖ ଭାବେ ଆଲୋଚନା ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବିଡିଓ ,ହରଭଙ୍ଗା ତହସିଲଦାର ବିଭୁ ପ୍ରସାଦ ସିଂ, ପୁରୁଣାକଟକ ଆଇଆଇସି ଶାରଦା ପ୍ରସନ୍ନ ଦାଶ , ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସମେତ ବିଭିନ୍ନ ସ୍କୁଲର ପ୍ରଧାନ ଶିକ୍ଷକ, କଲେଜ ଅଧ୍ୟକ୍ଷ ପ୍ରମୁଖ ଯୋଗଦାନ କରିଥିଲେ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories