www.samajalive.in
Wednesday, December 10, 2025
18.1 C
Bhubaneswar

ଅଙ୍ଗନବାଡିକୁ ଆସି ୩ ଶିଶୁ ମୃତ

ସମାଜ ଡିଜିଟାଲ ଡେସ୍କ: ଆନନ୍ଦପୁର ହାଟଡିହି ବ୍ଲକ ଆତ୍ରୁକଣା ନିକଟ ଅଙ୍ଗନବାଡି କେନ୍ଦ୍ରରେ ଅଘଟଣ । ଅଙ୍ଗନବାଡିକୁ ଆସି ପୋଖରୀରେ ବୁଡି ୩ଜଣ ଶିଶୁଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଅଙ୍ଗନବାଡି ନିକଟ ପୋଖରୀରେ ବୁଡି ଯାଇଥିଲେ ୩ଜଣ ଶିଶୁ । ସେମାନଙ୍କୁ ଉଦ୍ଧାର କରି ଆଗରପଡା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ୩ ଶିଶୁଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର ।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories