www.samajalive.in
Monday, December 8, 2025
24.1 C
Bhubaneswar

ପିଏମ୍ କିଷାନ ଯୋଜନାରେ ଦିଆଗଲାଣି ୩.୨୪ ଲକ୍ଷ କୋଟିରୁ ଅଧିକ ଟଙ୍କା

ଡେସ୍କ: ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ ୧୧ କୋଟିରୁ ଅଧିକ କୃଷକଙ୍କୁ ୩.୨୪ ଲକ୍ଷ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି। କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଆଜି ଲୋକସଭାରେ ଏକ ଲିଖିତ ଉତ୍ତରରେ କହିଛନ୍ତି ଯେ ପିଏମ-କିଷାନ ଯୋଜନାର ୧୭ତମ କିସ୍ତି ଚଳିତ ବର୍ଷ ଜୁନ୍ ମାସରେ ପ୍ରଦାନ କରାଯାଇଛି ଯେଉଁଥିରେ ୯.୨୬ କୋଟିରୁ ଅଧିକ କୃଷକ ପରିବାରକୁ ଏହି ଯୋଜନା ବାବଦ ଅର୍ଥ ପ୍ରଦାନ କରାଯାଇଛି। ମୋଟ ୫୧ ହଜାର ୮୪୯ ଜଣ ପ୍ରଶିକ୍ଷିତ କୃଷି ସଖୀଙ୍କ ମଧ୍ୟରୁ ୩୪ ହଜାର ୯୭୩ ଜଣଙ୍କୁ କୃଷି ପାରା ସମ୍ପ୍ରସାରଣ କର୍ମୀ ସାର୍ଟିଫିକେଟ୍ ପ୍ରଦାନ କରାଯାଇଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

ଅଧିକ ସମ୍ବାଦ ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ: https://samajalive.in

- Advertisement -

ମୋବାଇଲରେ ସମ୍ବାଦ ପାଇବା ପାଇଁ ଏହି ଲିଙ୍କରେ କ୍ଲିକ କରି ଆମ ହ୍ଵାଟସ ଆପ ଗୃପରେ ଜଏନ କରନ୍ତୁ: https://chat.whatsapp.com/8tkc88wC0L7089V56S8SyG

ସମାଜ ଡିଜିଟାଲ ନିଉଜ ଅପଡେଟ ଚ୍ୟାନେଲରେ ଫଲୋ କରିବା ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ: https://whatsapp.com/channel/0029VaKt8Sq0gcfMSlTf6B43

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories