www.samajalive.in
Monday, December 8, 2025
14.1 C
Bhubaneswar

ଦାରିଙ୍ଗବାଡ଼ି ଶିଳ୍ପ ତାଲିମ ଅନୁଷ୍ଠାନରେ ବିଶ୍ବ ଦକ୍ଷତା କେନ୍ଦ୍ର ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

ଦାରିଙ୍ଗବାଡ଼ି: କନ୍ଧମାଳ ଜିଲା ଦାରିଙ୍ଗବାଡି ଶିଳ୍ପ ତାଲିମ ଅନୁଷ୍ଠାନରେ ବିଶ୍ବ ଦକ୍ଷତା କେନ୍ଦ୍ର ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ କରାଯାଇଛି। ଅଧ୍ୟକ୍ଷ ଇ.ପ୍ରଦୀପ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା।  ବିଶ୍ବ ଦକ୍ଷତା କେନ୍ଦ୍ରରେ ଛାତ୍ରଛାତ୍ରୀ  ସ୍କୁଲ୍ ଅଫ୍ ଇଞ୍ଜିନିୟରିଂ  ଓ  ସ୍କୁଲ୍ ଅଫ୍ ସର୍ଭିସେସ୍ ପାଠ୍ୟକ୍ରମରେ କିପରି ନାମ ଲେଖିବେ, ସେଥିପାଇଁ  ତାହାର ଶିକ୍ଷାଗତ ଯୋଗ୍ୟତା କ’ଣ ରହିଛି ଓ ସେହି ଅନୁଷ୍ଠାନରେ ଶିକ୍ଷା ନେଲେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସମ୍ପର୍କରେ  ଆଲୋଚନା ମାଧ୍ୟମରେ  ସଚେତନତା କାର୍ଯ୍ୟକ୍ରମ କରାଯାଇଥିଲା। ଏଥିପାଇଁ  ଭୁବନେଶ୍ୱର ସ୍ଥିତ ବିଶ୍ବ ଦକ୍ଷତା କେନ୍ଦ୍ର ଅଧ୍ୟକ୍ଷ ଟି .ରାଜା ଓ ଡେପୁଟି ଡାଇରେକ୍ଟର ଶୈଳେଶ କୁମାର ମିଶ୍ର ଯୋଗଦେଇ  ଶିଳ୍ପ ତାଲିମ ଅନୁଷ୍ଠାନର  ସମସ୍ତ ଛାତ୍ରଛାତ୍ରୀଙ୍କୁ ସଚେତନ କରିଥିଲେ ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories