www.samajalive.in
Saturday, December 6, 2025
15.1 C
Bhubaneswar

ତ୍ରିଶୁଳିଆ ସୁବାଷ ସେତୁ ଉପରେ ଅଜଣା ନାଲି ସ୍କୁଟିକୁ ନେଇ ଚର୍ଚ୍ଚା

କଟକ: କଟକ ତ୍ରିଶୁଳିଆ ସୁବାଷ ସେତୁ ଉପରେ ଅଜଣା ସ୍କୁଟି। ଭୋରରୁ ବ୍ରିଜ ଉପରେ ଚାବି ଲାଗିଥିବା ଅବସ୍ଥାରେ ଏକ ନାଲି ରଙ୍ଗର ସ୍କୁଟି ଥୁଆହୋଇଛି। ଏହି ସ୍କୁଟି ପାଖରେ ଏକ ଚପଲ ରହିଛି। ଯାହାକୁ ନେଇ ସନ୍ଦେହ ବଢିଛି। କେହି ଗାଡି ରଖି ନଦୀକୁ ଡେଇଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। କିଏ ଏବଂ କାହିଁକି ବ୍ରିଜ୍ ଉପରେ ସ୍କୁଟି ରଖିଲା , ଆରୋହୀ ଗଲେ କୁଆଡେ , ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନି। ନଦୀରେ ଅଧିକ ପାଣି ଥିବାରୁ କିଛି ଜଣାପଡୁନାହିଁ। ଘଟଣାସ୍ଥଳରେ ମର୍କତ ନଗର ଥାନା ପୁଲିସ୍ ପହଞ୍ଚି ଛାନଭିନ୍ ଚଳାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories