www.samajalive.in
Saturday, December 6, 2025
16.1 C
Bhubaneswar

ପାରାଦୀପରେ ଚୀନ ଜାହାଜ ଅଟକ

ଜଗତସିଂହପୁର: ପାରାଦୀପରେ ଅଟକିଲା ଚୀନରୁ ଆସିଥିବା ଜାହାଜ । ଏମଭିଜେଏଚଇଏଚଏଆଇ ୫୦୫ ନାମକ ଚୀନ ଜାହାଜ ଏକ କମ୍ପାନୀର ପ୍ରାୟ କୋଟିଏ ଟଙ୍କା ବକେୟା ନଦେବାରୁ ଜାହାଜକୁ ଅଟକ ରଖାଯାଇଛି। ବକେୟା ନଦେବାରୁ ହାଇକୋର୍ଟ ଙ୍କ ଦ୍ଵାରସ୍ଥ ହୋଇଥିଲେ କମ୍ପାନୀ ମାଲିକ।  ହାଇକୋର୍ଟଙ୍କ ନିର୍ଦେଶ ପରେ ଜାହାଜକୁ ଅଟକ ରଖିଛନ୍ତି କୁଜଙ୍ଗ ସବ୍ ଜଜ୍। ଜାହାଜଟି ଜର୍ଜିଆରୁ ଆମେନିୟମ ନାଇଟ୍ରେଟ୍ ନେଇ ପାରାଦୀପ ଆସିଥିଲା। କୋର୍ଟଙ୍କ ନିର୍ଦେଶ ନମିଳିବା ପର୍ଯ୍ୟନ୍ତ ଜାହାଜଟି ବନ୍ଦରରେ ଅଟକି ରହିବ।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories