www.samajalive.in
Friday, December 5, 2025
20.1 C
Bhubaneswar

ଜଙ୍ଗଲୀ ହାତୀଙ୍କ ଉପଦ୍ରବ; ଘର ଭାଙ୍ଗିଲେ, ଉଜାଡିଦେଲେ ଆସବାବପତ୍ର

ଲାଞ୍ଜିଗଡ: ଲାଞ୍ଜିଗଡ ବ୍ଲକ ତଥା ବିଶ୍ୱନାଥପୁର ବନାଞ୍ଚଳ ମୂଷାନାଳ ସେକ୍ସନ ଅନ୍ତର୍ଗତ କାନକୁଟ୍ରୁ ପଞ୍ଚାୟତ ଧଅଁରାଭଟାରେ ଦେଖିବାକୁ ମିଳିଛି ଜଙ୍ଗଲୀ ହାତୀଙ୍କ ଉପଦ୍ରବ। ସୋମବାର ବିଳମ୍ବିତ ରାତିରେ ଏକ ଜଙ୍ଗଲୀ ହାତୀପଲ ଗାଁକୁ ପଶି ଆସିବା ସହିତ ଗାଁର କୁଳମଣି ସୁନା, ଲବଜୀ ବିଭାରଙ୍କ ଘର ଭାଙ୍ଗି ଦେବା ସହିତ ଧାନ, ଚାଉଳ ଖାଇ ନଷ୍ଟ କରି ଦେଇଛନ୍ତି। ସେହିପରି ଆସବାବ ପତ୍ର ଭଙ୍ଗାରୁଜା କରି ଦେଇଛନ୍ତି ହାତୀପଲ। ଏ ସମ୍ପର୍କରେ ଖବର ପାଇ ମୂଷାନାଳ ବନପାଳ ଚିନ୍ତାମଣି ମାଝୀ ଘଟଣାସ୍ଥଳ ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରିଥିବା ଜଣାପଡିଛି।

ଦେଖନ୍ତୁ ଭିଡିଓ; କେବଳ ଫଟୋ ପାଇଁ କୁମ୍ଭୀର ନିକଟକୁ ପିଲାଙ୍କୁ ପଠାଇଲେ,ତା’ପରେ..

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories