www.samajalive.in
Saturday, December 6, 2025
23.1 C
Bhubaneswar

ରିପୋର୍ଟ ଆସିଲା ପରେ ଚାଷୀଙ୍କୁ ମିଳିବ କ୍ଷତିପୂରଣ – କୃଷିମନ୍ତ୍ରୀ

ଡେସ୍କ: ରାଜସ୍ଵ ନିରୀକ୍ଷକଙ୍କ ଠାରୁ ସମ୍ପୂର୍ଣ୍ଣ ତଥ୍ୟ ମିଳିବା ପରେ ଚଳିତ ବର୍ଷ ଲଗାଣ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ ବୋଲି ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆଜି ବିଧାନସଭାରେ କହିଛନ୍ତି। ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲଙ୍କ ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଶ୍ରୀ ସିଂହଦେଓ କହିଛନ୍ତି, ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା କାରଣରୁ ଚାଷୀ ମାନଙ୍କୁ ହୋଇଥିବା କ୍ଷତି ସମ୍ପର୍କରେ ରାଜସ୍ଵ ନିରୀକ୍ଷକ ଓ ଜିଲ୍ଲାପାଳଙ୍କ ଠାରୁ ରିପୋର୍ଟ ମଗା ଯାଇଛି। ରିପୋର୍ଟ ରାଜ୍ୟ ସରକାରଙ୍କୁ ରିପୋର୍ଟ ମିଳିବା ପରେ ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ ନେଇ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି। ରିପୋର୍ଟ ନ ମିଳିବା ଯାଏଁ କ୍ଷତିପୂରଣ ବାବଦରେ କୌଣସି ପ୍ରକାର ପଦକ୍ଷେପ ନିଆଯାଇ ପାରିବ ନାହିଁ ବୋଲି ସେ କହିଛନ୍ତି।

ଚାକିରିରୁ ବିଦା ହେଲେ ଆଇଏଏସ ଅଧିକାରୀ ପୂଜା ଖେଡକର, ଆଉ ଦେଇପାରିବେନି ୟୁପିଏସସି ପରୀକ୍ଷା

- Advertisement -

ଅଧିକ ସମ୍ବାଦ ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ:

https://samajalive.in

ମୋବାଇଲରେ ସମ୍ବାଦ ପାଇବା ପାଇଁ ଏହି ଲିଙ୍କରେ କ୍ଲିକ କରି ଆମ ହ୍ଵାଟସ ଆପ ଗୃପରେ ଜଏନ କରନ୍ତୁ: 

https://chat.whatsapp.com/8tkc88wC0L7089V56S8SyG

https://chat.whatsapp.com/K41LU4b2UqfBkJrbOSIO4z

ସମାଜ ଡିଜିଟାଲ ନିଉଜ ଅପଡେଟ ଚ୍ୟାନେଲରେ ଫଲୋ କରିବା ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ:

https://whatsapp.com/channel/0029VaKt8Sq0gcfMSlTf6B43

Hot this week

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

Related Articles

Popular Categories