www.samajalive.in
Saturday, December 6, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ବିଜେଡି ପ୍ରାଥମିକ ସଦସ୍ୟ ଓ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହାନ୍ତ.. ଦଳ ତାଙ୍କ ସେବାର ଆବଶ୍ୟକତା ଅନୁଭବ କରୁନଥିବା ସେ ସାମାଜିକ ଗଣମାଧ୍ୟମ ଏକ୍ସରେ ଜଣାଇଛନ୍ତି..

ନାବାଳିକାଙ୍କୁ ବିଷ ପିଆଇ ହତ୍ୟା ଅଭିଯୋଗ.. ଅଭିଯୁକ୍ତ ପ୍ରେମିକ ଅଟକ.. ବଲାଙ୍ଗୀର ଜିଲା ଆଗଲପୁର ଥାନା ଅନ୍ତର୍ଗତ ବାଞ୍ଜିପାଲି ଗାଁର ଘଟଣା..

- Advertisement -

ବିଜେଡି ସାଂସଦ ମମତା ମହାନ୍ତଙ୍କ ଇସ୍ତଫା.. ୨୦୨୦ରେ ରଜ୍ୟସଭାକୁ ନିର୍ବାଚିତ ହୋଇଥିଲେ.. ମମତାଙ୍କ ଇସ୍ତଫା ସମ୍ପର୍କରେ ରାଜ୍ୟସଭା ଅଧ୍ୟକ୍ଷଙ୍କ ସୂଚନା..

ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ ବନ୍ଦ.. ଏବେ ୧୪ଟି ଗେଟ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ..

ରାଜ୍ୟସଭାରେ ନବୀନଙ୍କୁ ପ୍ରଶଂସା କଲେ ଅମିତ ଶାହ..

ରାଜ୍ୟରେ ଅଗଷ୍ଟ ୨ ଯାଏଁ ପ୍ରବଳ ବର୍ଷା ସମ୍ଭାବନା.. ଆସନ୍ତାକାଲି ପାଇଁ ୨୨ ଜିଲ୍ଲାକୁ ସତର୍କତା ଜାରି କଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର.. ଅଗଷ୍ଟ ୨ରେ ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ମଧ୍ୟ ସତର୍କତା ଜାରି..

କେରଳ ୱାଏନାଡରେ ଭୂସ୍ଖଳନରେ ମୃତ୍ୟୁ ସଂଖ୍ୟା ୧୪୩କୁ ବୃଦ୍ଧି.. କେରଳ ଭୂସ୍ଖଳନ ଘଟଣାରେ ୱାୟନାଡ଼ ଗଲେ ରାଜ୍ୟର ଜଣେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ଜଣେ ଡାକ୍ତର..

ରାଜ୍ୟରେ ପ୍ରତିଷ୍ଠା ହେବ ୫୮ଟି ନୂଆ ଶୀତଳ ଭଣ୍ଡାର.. ବିଧାନସଭାରେ ତଥ୍ୟ ଦେଲେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ..

ଚାକିରି ହରାଇଲେ ବିବାଦୀୟ ଆଇଏଏସ ଅଧିକାରୀ ପୂଜା ଖେଡକର.. ଆଉ ଦେଇପାରିବେନି ୟୁପିଏସସି ପରୀକ୍ଷା..

ରାଜ୍ୟରେ ଏବେ ବନ୍ୟା ସ୍ଥିତି ନାହିଁ କହିଲେ ମୁଖ୍ୟ ଯନ୍ତ୍ରୀ..

କେରଳ ଭୂସ୍ଖଳନରେ ଓଡ଼ିଆ ଡାକ୍ତରଙ୍କ ମୃତ୍ୟୁ.. ଓଡ଼ିଆ ଡାକ୍ତର ବିଷ୍ଣୁ ପ୍ରସାଦଙ୍କ ମୃତ୍ୟୁ ହୋଇଥିବା ସୂଚନା- ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ..

ଯିବାକୁ ପଡିବନି ପଞ୍ଚାୟତ ଅଫିସ୍‌.. ଘରେ ପହଞ୍ଚିବ ପିଡିଏସ୍‌ ଚାଉଳ-ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର..

ଭୂସ୍ଖଳନ ସମ୍ପର୍କରେ ସପ୍ତାହେ ଆଗରୁ କେରଳ ସରକାରଙ୍କୁ କରାଯାଇଥିଲା ସତର୍କ.. ରାଜ୍ୟସଭାରେ ସୂଚନା ଦେଲେ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ..

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର.. ଅଗଷ୍ଟ ୧ ତାରିଖରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ.. ଚଳିତଥର ପର୍ଯ୍ୟଟକଙ୍କ ପାଇଁ ତିଆରି ହୋଇଛି ସ୍କାଏ ଓ୍ବାକ୍ ..

ଆଜିଠୁ ରାଜ୍ୟରେ ବଡ ବର୍ଷା.. ଆଜି ୫ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ .. ୧୬ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ସତର୍କତା..

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories