www.samajalive.in
Monday, December 8, 2025
24.1 C
Bhubaneswar

ମା’ ସମ୍ମୁଖରେ ନାବାଳିକା ଝିଅକୁ ବିଷ ପିଆଇ ହତ୍ୟା କଲା ପ୍ରେମିକ

ସମାଜ ଡିଜିଟାଲ ଡେସ୍କ: ମା’ ଆଗରେ ନାବାଳିକା ଝିଅକୁ ବିଷ ପିଆଇ ହତ୍ୟା କରିଛି ପ୍ରେମିକ। ଏଭଳି ଏକ ଅଭାଭନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲା ଆଗଲପୁର ଥାନା ଅନ୍ତର୍ଗତ ବାଞ୍ଜିପାଲି ଗାଁରେ। ଘଟଣା ପରେ ଅଭିଯୁକ୍ତ ପ୍ରେମିକ ଫେରାର ହୋଇଯାଇଛି।

ମିଳିଥିବା ସୂଚନା ଅନୁସାରେ, ଅଭିଯୁକ୍ତ ପ୍ରେମିକ ଉକ୍ତ ଗାଁର ଜଣେ ନାବାଳିକାଙ୍କୁ ଭଲ ପାଉଥିଲେ। କୌଣସି କାରଣକୁ ନେଇ ମତାନ୍ତର ହେବାରୁ ଅଭିଯୁକ୍ତ ଜଣକ ନାବାଳିକାଙ୍କ ମା’ଙ୍କ ସମ୍ମୁଖରେ ତାଙ୍କ ଝିଅକୁ ବିଷ ପିଆଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ପୁଲିସ ଘଟଣାର ତଦନ୍ତ ଚଳାଇଛି।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories