www.samajalive.in
Saturday, December 6, 2025
14.1 C
Bhubaneswar

ସିଟିଇଟି ଫଳ ପ୍ରକାଶ କଲା ସିବିଏସଇ

ନୂଆଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ପକ୍ଷରୁ ବୁଧବାର କେନ୍ଦ୍ରୀୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ସିଟିଇଟି) ଫଳାଫଳ ପ୍ରକାଶ କରାଯାଇଛି। ଯେଉଁ ପରିକ୍ଷାର୍ଥୀମାନେ ପରୀକ୍ଷା ଦେଇଥିଲେ ସେମାନେ ctet.nic.in ଓ୍ବେବସାଇଟକୁ ଯାଇ ନିଜର ଫଳାଫଳ ଦେଖିବା ସହିତ ଡାଉନଲୋଡ କରିପାରିବେ। ଗତ ୨୪ ତାରିଖରେ ସିଟିଇଟି ପକ୍ଷରୁ ପ୍ରଶ୍ନପତ୍ରର ଆନ୍ସର କି(ଉତ୍ତର) ପ୍ରକାଶ କରାଯାଇଥିଲା। ଏହା ପରେ ଜୁଲାଇ ୨୭ ତାରିଖ ପର୍ଯ୍ୟନ୍ତ ଅଭିଯୋଗ ଦାଖଲ କରିବାକୁ ସମୟ ଦିଆଯାଇଥିଲା। ସୂଚନାଯୋଗ୍ୟ, ଗତ ଜୁଲାଇ ୭ ତାରିଖରେ ଦେଶର ୧୩୬ କେନ୍ଦ୍ରରେ ସିବିଏସଇ ପକ୍ଷରୁ ସିଟିଇଟି ଆୟୋଜନ କରାଯାଇଥିଲା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories