www.samajalive.in
Tuesday, December 9, 2025
26.1 C
Bhubaneswar

୨ଟି ସମବାୟ ବୋର୍ଡ ଭାଙ୍ଗିଲେ ସରକାର

ସମାଜ ଡିଜିଟାଲ ଡେସ୍କ: ସମବାୟ ବୋର୍ଡରେ ଦୁର୍ନୀତି ଅଭିଯୋଗ। ଏଭଳି ଅଭିଯୋଗ ଆସିବା ପରେ ରାଜ୍ୟ ସରକାର ୨ଟି ସମବାୟ ବୋର୍ଡକୁ ଭାଙ୍ଗି ଦେଇଛନ୍ତି। ଏହି ୨ଟି ସମବାୟ ବୋର୍ଡ ହେଉଛି ରାଜ୍ୟ ସମବାୟ ବ୍ୟାଙ୍କ ଏବଂ ସମବାୟ ଗୃହ ନିର୍ମାଣ ନିଗମ। ବର୍ତ୍ତମାନଠାରୁ ରାଜ୍ୟ ସରକାର ଖୋଦ ଏହି ୨ଟି ସମବାୟ ବୋର୍ଡର ସମସ୍ତ କାର୍ଯ୍ୟ ବୁଝିବେ ବୋଲି ସମବାୟ ସମିତି ରେଜିଷ୍ଟ୍ରାରଙ୍କ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି।

Hot this week

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

Related Articles

Popular Categories