www.samajalive.in
Monday, December 8, 2025
27.1 C
Bhubaneswar

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ ଅବଧି ବଢ଼ିଲା

ସମାଜ ଡିଜିଟାଲ ଡେସ୍କ: ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା(ପିଏମଏଫବିଓ୍ବାଇ)ରେ ଆବେଦନ ଅବଧି ବୃଦ୍ଧି କରାଯାଇଛି। କେବଳ ଓଡ଼ିଶାର ଚାଷୀମାନଙ୍କ ପାଇଁ ଆସନ୍ତା ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ଆବେଦନ ସମୟୀସୀମା ବଢ଼ାଇଛନ୍ତି କେନ୍ଦ୍ର ସରକାର। ଚଳିତ ଖରିଫ ଋତୁ ଚାଷ ପାଇଁ କଟ୍‌ ଅଫ ମଧ୍ୟ ବୃଦ୍ଧି କରାଯାଇଛି। ସର୍ବାଧିକ ପଞ୍ଜୀକରଣ ପାଇଁ କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କୁ ନିର୍ଦେଶ ଦେଇଛନ୍ତି। ଏ ସମ୍ପର୍କରେ କେନ୍ଦ୍ର କୃଷି ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ସମବାୟ ଆୟୁକ୍ତଙ୍କ ନିକଟକୁ ଚିଠି କରାଯାଇଛି। ସୂଚନାଯୋଗ୍ୟ, ପୂର୍ବରୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବଦେନ ଅବଧି ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଧାର୍ଯ୍ୟ ହୋଇଥିଲା।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories