www.samajalive.in
Saturday, December 6, 2025
15.1 C
Bhubaneswar

ସମ୍ବଲପୁରୀ ଦିବସ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର: ଅଗଷ୍ଟ ୧ରେ ସମ୍ବଲପୁରୀ ସାହିତ୍ୟର ଅନନ୍ୟ ସାଧକ ଗୁରୁ ଶ୍ରୀ ସତ୍ୟନାରାଣ ବହିଦାରଙ୍କ ଜନ୍ମଦିବସ । ଏହି ଦିନକୁ ସମ୍ବଲପୁରରେ ସମ୍ବଲପୁରୀ ଦିବସ ଭାବେ ପାଳନ କରାଯାଏ । ଏହି ଦିନ ସବୁଠି ସମ୍ବଲପୁରୀ ସଂସ୍କୃତିର ଝଲକ ଦେଖିବାକୁ ମିଳେ । ମଞ୍ଚରୁ ଆରମ୍ଭ କରି ସୋସିଆଲ ମିଡ଼ିଆ ପର୍ଯ୍ୟନ୍ତ ସମ୍ବଲପୁରୀ ପୋଷାକ ପରିଧାନ କରି ସଭିଏଁ ଫଟୋ ପୋଷ୍ଟ କରିବାରେ ଲାଗିଥାନ୍ତି । ସମ୍ବଲପୁରୀ ପୋଷାକ ଲାଗି ଷ୍ଟଲ ଲାଗିବା ସହ ସାଂସ୍ମୃତିକ କାର୍ଯ୍ୟକ୍ରମରେ ମଞ୍ଚ ଦୁଲୁକିଥାଏ । ସମ୍ବଲପୁରୀ ନୃତ୍ୟ, ଗୀତ ସହିତ ପାରମ୍ପରିକ ପିଠା ପଣାରେ ମହକିଥାଏ ଘର । ତେବେ ଆଜି ସମ୍ବଲପୁରୀ ଦିବସ ଅବସରେ ସମ୍ବଲପୁରବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ।

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories