www.samajalive.in
Saturday, December 6, 2025
15.1 C
Bhubaneswar

ବନ୍ଦ ହେଲା ହୀରାକୁଦର ଆଉ ୨ଟି ଗେଟ୍‌

ହୀରାକୁଦ : ବନ୍ଦ ହେଲା ହୀରାକୁଦର ଆଉ ୨ଟି ଗେଟ୍‌ । ବର୍ତ୍ତମାନ ମୋଟ ୧୨ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ବାମପଟରୁ ୮ ଓ ଡାହାଣ ପଟରୁ ୪ଟି ଗେଟ୍‌ ଖୋଲା ରହିଛି ।
ସୂଚନାନୁଯାୟୀ, ଜୁଲାଇ ୩୧ରେ ହୀରାକୁଦ ଡ୍ୟାମ୍‌‌ର ଆଉ ୪ଟି ଗେଟ୍‌‌ ବନ୍ଦ କରାଯାଇଥିଲା। ଫଳରେ ୧୪ଟି ଗେଟ ମଧ୍ୟ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିଲା। ଡ୍ୟାମର ବାମପାର୍ଶ୍ୱରେ ୧୦ଟି ଏବଂ ଡାହାଣ ପାର୍ଶ୍ୱରେ ୪ଟି ଗେଟ୍‌‌ ଖୋଲା ରହିଥିଲା। ସନ୍ଧ୍ୟା ୬ଟା ସୁଦ୍ଧା ହୀରାକୁଦର ଜଳସ୍ତର ୬୧୧.୮୫ ଫୁଟ୍‌‌ ରହିଥିଲା। ଡ୍ୟାମ ମଧ୍ୟକୁ ୧ ଲକ୍ଷ ୫୭ ହଜାର ୨୭୨ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୩ ଲକ୍ଷ ୯ ହଜାର ୭୪୦ କ୍ୟୁସେକ୍‌‌ ଜଳ ନିଷ୍କାସିତ ହେଉଥିଲା ।

ଭିଡିଓରେ ଦେଖନ୍ତୁ ପ୍ରକୃତିର ତାଣ୍ଡବ, ଭାସି ଯାଉଛି କୋଠା, ଶିମଲାରେ ୪୦ ନିଖୋଜ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories