www.samajalive.in
Sunday, December 14, 2025
14.1 C
Bhubaneswar

କୃତ୍ରିମ ବୁଦ୍ଧିମତା କ୍ଷେତ୍ରରେ ଭାରତ ସବୁଠାରୁ ବଡ ବଜାର – ମାର୍କ ଜୁକରବର୍ଗ

ଡେସ୍କ: ମେଟା ପ୍ରତିଷ୍ଠାତା ତଥା ସିଇଓ ମାର୍କ ଜୁକରବର୍ଗ କହିଛନ୍ତି ଯେ କୃତ୍ରିମ ବୁଦ୍ଧିମତା (ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ) ବ୍ୟବହାର ପାଇଁ ଭାରତ ଏବେ ସେମାନଙ୍କର ସବୁଠାରୁ ବଡ଼ ବଜାର। ଜୁକରବର୍ଗ କହିଛନ୍ତି ଯେ ଦ୍ୱିତୀୟ ତ୍ରୈମାସିକର ଆୟ କଲ୍ରେ ସେମାନେ ହ୍ଵାଟ୍ସଆପରେ ଆଶାଜନକ ସଫଳତା ଦେଖୁଛନ୍ତି ଏବଂ ମେଟା ଏଆଇ ବ୍ୟବହାର ପାଇଁ ଭାରତ ସେମାନଙ୍କର ସର୍ବବୃହତ ବଜାରରେ ପରିଣତ ହୋଇଛି। ମେଟା ଏଆଇ ବର୍ତ୍ତମାନ ହିନ୍ଦୀ, ଫ୍ରେଞ୍ଚ ଏବଂ ଜର୍ମାନ ସମେତ ଅନ୍ୟ ୭ଟି ଭାଷାରେ ଉପଲବ୍ଧ ହେଉଛି। ଭାରତରେ ମେଟା ଏଆଇ ଗତବର୍ଷ ଲଞ୍ଚ ହୋଇଥିଲା କିନ୍ତୁ ଚଳିତ ବର୍ଷ ଜୁନ୍ ମାସରେ ଏହାକୁ ସମସ୍ତଙ୍କ ପାଇଁ ସ୍ୱତନ୍ତ୍ର ଭାବେ ସାର୍ବଜନୀନ କରାଯାଇଥିଲା।

ଅଧିକ ସମ୍ବାଦ ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ:

- Advertisement -

https://samajalive.in

ମୋବାଇଲରେ ସମ୍ବାଦ ପାଇବା ପାଇଁ ଏହି ଲିଙ୍କରେ କ୍ଲିକ କରି ଆମ ହ୍ଵାଟସ ଆପ ଗୃପରେ ଜଏନ କରନ୍ତୁ: 

https://chat.whatsapp.com/8tkc88wC0L7089V56S8SyG

https://chat.whatsapp.com/K41LU4b2UqfBkJrbOSIO4z

ସମାଜ ଡିଜିଟାଲ ନିଉଜ ଅପଡେଟ ଚ୍ୟାନେଲରେ ଫଲୋ କରିବା ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ:

https://whatsapp.com/channel/0029VaKt8Sq0gcfMSlTf6B43

Hot this week

ଦିଲ୍ଲୀରେ ରାଜ୍ୟ କଂଗ୍ରେସର ତୁଙ୍ଗନେତା

ମୋକିମଙ୍କ ଚିଠି ଉପରେ ଆସନ୍ତା ସପ୍ତାହରେ ପଦକ୍ଷେପ ଭୁବନେଶ୍ବର : ରାହୁଲଙ୍କ ଡାକରାରେ...

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

Related Articles

Popular Categories