www.samajalive.in
Saturday, December 6, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରେକର୍ଡ ସଂଖ୍ୟକ ଆଇଟିଆର ଦାଖଲ.. ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଚଳିତ ବର୍ଷ ଜୁଲାଇ ୩୧ ସୁଦ୍ଧା ଦାଖଲ ହୋଇଥିବା ମୋଟ ଆଇଟିଆର ସଂଖ୍ୟା ୭.୨୮ କୋଟି ଅତିକ୍ରମ କରିଛି..

ଦିଲ୍ଲୀ କୋଚିଂ ସେଣ୍ଟର ମୃତ୍ୟୁ ମାମଲାର ତଦନ୍ତ କରିବ ସିବିଆଇ.. ହାଇକୋର୍ଟଙ୍କ ନିର୍ଦ୍ଦେଶ..

- Advertisement -

ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪: ଫାଇନାଲରେ ମନୁ ଭାକର.. ମହିଳା ୨୫ ମିଟର ପିସ୍ତଲ ଇଭେଣ୍ଟ ଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କଲେ ମନୁ ଭାକର..

ଓଡ଼ିଶାରେ ଜିଏସଟି ସଂଗ୍ରହ ୨୪.୯୮% ବୃଦ୍ଧି.. ଜୁଲାଇ ମାସରେ ଜିଏସଟି ସଂଗ୍ରହ ପରିମାଣ ୨୦୩୫.୧୮ କୋଟି ଟଙ୍କା..

ମୃତ ଆଇଏଏସ୍‌ ଆଶାୟୀଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଦେବେ ଦୃଷ୍ଟି କୋଚିଂ ସେଣ୍ଟର ମାଲିକ ବିକାଶ ଦିବ୍ୟକୀର୍ତ୍ତି..

ନିଟ୍‍ ପେପର ଲିକ୍‍ ମାମଲାରେ ସୁପ୍ରିମକୋର୍ଟରେ ଶୁଣାଣି.. ବଡ ଧରଣର ପେପର ଲିକ୍‍ ହୋଇନଥିବା କହିଛନ୍ତି ସୁପ୍ରିମକୋର୍ଟ.. କେବଳ ପାଟନା ଓ ହଜାରୀବାଗରେ ପେପର ଲିକ୍‍ ସୀମିତ.. ପୁନଃ ପରୀକ୍ଷା ଆବେଦନକୁ ଖାରଜ କଲେ ସର୍ବୋଚ୍ଚ ଅଦାଲତ..

ବାଦଲ ଫଟା ବର୍ଷା ପରେ ହିମାଚଳ ପ୍ରଦେଶରେ ଭୂକମ୍ପ ଝଟକା..

ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ..

କଟକ: ବାପା, ମାଆ ଓ ପୁଅକୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର.. ସିଡିଏ ମର୍କତନଗର ଥାନା ଅଞ୍ଚଳର ଏକ ଘରୁ ଉଦ୍ଧାର କରି ଏସସିବି ମେଡିକାଲରେ ଭର୍ତ୍ତି କଲା ପୁଲିସ..

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories