www.samajalive.in
Saturday, December 6, 2025
16.1 C
Bhubaneswar

ଆସନ୍ତା ୫ ତାରିଖରେ ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା ସୋମବାର ଅଗଷ୍ଟ ୫ ତାରିଖ ପୂର୍ବାହ୍ନ ୧୧ରୁ ୟୁନିଟ୍–୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ।

ଏହି ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ ସେହିଦିନ ସକାଳ ୮ରୁ ଦିନ ୧୨ ପର୍ଯ୍ୟନ୍ତ  ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କାର୍ଯ୍ୟାଳୟରେ ହେବ। ଏଥି ନିମନ୍ତେ ଆଗ୍ରହୀ ଜନସାଧାରଣ ଉକ୍ତ ଅଭିଯୋଗ ଶୁଣାଣି ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ପଞ୍ଜୀକରଣ କରାଇ ଅଭିଯୋଗଗୁଡ଼ିକୁ  ମୁଖ୍ୟମନ୍ତ୍ରୀଙ୍କୁ ଜଣାଇ ପାରିବେ।

- Advertisement -

ଏ ସଂପର୍କରେ ରାଜ୍ୟର ସମସ୍ତ ଜନସାଧାରଣଙ୍କ ଅବଗତି ନିମନ୍ତେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories