www.samajalive.in
Saturday, December 6, 2025
26.1 C
Bhubaneswar

ଦୁଇ କାଉଡିଆ , ଜଣେ ପଥଚାରୀଙ୍କ ଉପରେ ମାଡିଗଲା ଟ୍ରକ୍ : ଡ୍ରାଇଭର ଅଟକ

ଖଲ୍ଲିକୋଟ: ଦୁଇ କାଉଡିଆ , ଜଣେ ପଥଚାରୀଙ୍କ ଉପରେ ମାଡିଗଲା ଟ୍ରକ୍ । ଖଲ୍ଲିକୋଟ ୧୬ନଂ ଜାତୀୟ ରାଜପଥ ଡିମିରିଆ ଗାଁ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଭାରସାମ୍ୟ ହରାଇ ଟ୍ରକଟି ଓଲଟି ପଡିଛି। ଏବଂ ଟ୍ରକ ଡ୍ରାଇଭରଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ଜଣାପଡିଛି। ଟ୍ରକ୍ ତଳେ ଚାପି ହୋଇ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲକୁ ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସେପଟେ ଖବର ପାଇବା ପରେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଟ୍ରକକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ଅଧିକ ଛାନଭିନ୍ ଚଳାଇଛି। ଟ୍ରକଟି ବ୍ରହ୍ମପୁରରୁ କୋଲକାତା ଅଭିମୁଖେ ଯାଉଥିବାବେଳେ ଏଭଳି ଅଘଟଣ ଘଟିଛି।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories