www.samajalive.in
Monday, December 8, 2025
27.1 C
Bhubaneswar

ମହାନଦୀକୁ ଡେଇଁଥିବା ଯୁବକ ଉଦ୍ଧାର

ସମ୍ବଲପୁର: ମହାନଦୀକୁ ଡେଇଁଥିବା ଯୁବକ ସୁରକ୍ଷିତ ଉଦ୍ଧାର। ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତି  ଚାଉଁରପୁର ପୋଲ ଉପରୁ ଡେଇଁ ନିଖୋଜ ହୋଇଯାଇଥିଲେ। ପରେ ଭାସି ଆସି ଗୋବିନ୍ଦତଲା ଅଞ୍ଚଳରେ ଏକ ଘାସ ବୁଦାରେ ଲାଗିଥିଲେ। ବହୁ ଖୋଜାଖୋଜି ପ​‌ରେ ଆଜି ଅଗ୍ନିଶମ କର୍ମଚାରୀ ମାନେ  ସତର୍କତାର ସହ ଯୁବକଙ୍କୁ ଉଦ୍ଧାର କରିଛନ୍ତି। ଉଦ୍ଧାର ବ୍ୟକ୍ତି ଜଣକ ସୁନାପାଲି ଅଞ୍ଚଳର ସନ୍ତୋଷ ତାଣ୍ଡି। ତେବେ କାହିଁକି ସନ୍ତୋଷ ଭରା ନଦୀକୁ ଡେଇଁଥିଲେ , ତାହା ବର୍ତ୍ତମାନ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନି। ଉଦ୍ଧାର ପରେ ତାଙ୍କୁ ସମ୍ବଲପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories