www.samajalive.in
Sunday, December 7, 2025
23.1 C
Bhubaneswar

ମହାନଦୀ ମୁହାଣରେ ଫସିଥିବା ୭ ମତ୍ସ୍ୟଜୀବୀ ସୁରକ୍ଷିତ

ପାରାଦୀପ : ମହାନଦୀ ମୁହାଣରେ ଫସିଥିବା ୭ ମତ୍ସ୍ୟଜୀବୀ ସୁରକ୍ଷିତ। କେନ୍ଦ୍ରାପଡା ବତୀଘର ମହାକାଳପଡା ବତୀଘର ନିକଟ ବାଲିଚର ଟାପୁରେ ସେମାନେ ରାତି କାଟିଛନ୍ତି। ପାଖରେ ସାଥୀ ମତ୍ସ୍ୟଜୀବୀ ପହଞ୍ଚି ଥିବାବେଳେ ପ୍ରଶାସନିକ ସହାୟତା ମିଳିପାରିନାହିଁ। ପାରାଦୀପ ମହାନଦୀ ମୁହାଣରେ ଏମାନଙ୍କର ମାଛ ଧରା ବୋଟଟି ଫସି ରହିଥିଲା। ଅଚଳ ବୋଟ୍‌ କୁ ଦଉଡି ବାନ୍ଧି ଆଣିବାବେଳେ ତାହା ଛିଡି ଯାଇଥିଲା। ସମୁଦ୍ର ମହାଣ ଅଶାନ୍ତ ଥିବାରୁ ବତୀଘର ଆଡକୁ ବୋଟ୍‌ଟି ଭାସିଯାଇଥିଲା।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories