www.samajalive.in
Sunday, December 7, 2025
26.1 C
Bhubaneswar

ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ମୃତଦେହ

ସମାଜ ଡିଜିଟାଲ ଡେସ୍କ: ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ମୃତଦେହ। ଏଭଳି ଅଭାବନୀୟ ଘଟଣା ଘଟିଛି ବ୍ରହ୍ମପୁର ଚମାଖଣ୍ଡି ଥାନା ଗୋବିନ୍ଦପୁର ସ୍ଥିତ ଆବାସିକ କଲେଜ ହଷ୍ଟେଲରେ। ହଷ୍ଟେଲ ଭିତରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ବାପା ମା ବାହାରେ ରହୁଥିବା ବେଳେ ହଷ୍ଟେଲରେ ରହି ପାଠ ପଢୁଥିଲେ ଛାତ୍ରୀ। ତେବେ କେଉଁ ପରିସ୍ଥିତିରେ ଓ କିଭଳି ଭାବେ ଛାତ୍ରୀଙ୍କ ମୃତ୍ୟୁ ଘଟିଲା ତାହା ଜଣାପଡିନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories