www.samajalive.in
Saturday, December 6, 2025
14.1 C
Bhubaneswar

କୋର୍ଟରେ ଜ୍ବାଇଁଙ୍କୁ ଗୁଳି କରି ହତ୍ୟା

ପଞ୍ଜାବ : ପଞ୍ଜାବ ଚଣ୍ଡିଗଡ଼ ଜିଲା କୋର୍ଟରେ ଗୁଳିକାଣ୍ଡ। ଆଇଆରଏସ ଜ୍ବାଇଁଙ୍କୁ ଶ୍ବଶୁର ଗୁଳି କରି ହତ୍ୟା କରିଛି। ପଞ୍ଜାବ ପୁଲିସର ନିଲମ୍ବିତ ଏଆଇଜି ତଥା ଶ୍ବଶୁର ନିଜ ଜ୍ବାଇଁଙ୍କୁ ଗୁଳି କରି ହତ୍ୟା କରିଥିଲା। ଝିଅର ଛାଡ଼ପତ୍ର ମାମଲାର ଶୁଣାଣିବେଳେ ଗୁଳିମାଡ଼ ହୋଇଥିବା ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories