www.samajalive.in
Sunday, December 14, 2025
26.1 C
Bhubaneswar

ଉତ୍ତରାଖଣ୍ଡରେ ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ଜାରି

ଡେସ୍କ: ଉତ୍ତରାଖଣ୍ଡର ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳରେ ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଆଜି ଡେରାଡୁନରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ବରିଷ୍ଠ ଅଧିକାରୀମାନଙ୍କୁ ରିଲିଫ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କେଦାରନାଥ ପଥଚାରୀ ମାର୍ଗରେ ଯାତାୟତ ଶୀଘ୍ର ପୁନରୁଦ୍ଧାର ପାଇଁ କ୍ଷତିଗ୍ରସ୍ତ ହଲ୍ଟର ତୁରନ୍ତ ମରାମତି କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଗଣମାଧ୍ୟମ ସହ କଥାବାର୍ତ୍ତା କରି ସେ କହିଛନ୍ତି ଯେ ତୀର୍ଥଯାତ୍ରୀଙ୍କ ସୁରକ୍ଷା ସରକାରଙ୍କ ପ୍ରାଥମିକତା। ବିପର୍ଯ୍ୟୟରେ କ୍ଷତିଗ୍ରସ୍ତ ହୋଇଥିବା ରାସ୍ତା ଓ କୋଠାଗୁଡ଼ିକର ମରାମତି କାର୍ଯ୍ୟ ଦ୍ରୁତ ଗତିରେ ଚାଲିଛି ବୋଲି ସେ କହିଛନ୍ତି।

ଶାନ୍ତ ରହିବାକୁ ଚେଷ୍ଟା କରୁଥିଲି, କିନ୍ତୁ ନର୍ଭସ୍ ଥିଲି – ମନୁ ଭାକର

- Advertisement -

ରୁଦ୍ରପ୍ରୟାଗ ଜିଲ୍ଲା କେଦାରଘାଟିରେ ପ୍ରବଳ ବର୍ଷା ଯୋଗୁଁ ଫସି ରହିଥିବା ତୀର୍ଥଯାତ୍ରୀ ଓ ସ୍ଥାନୀୟ ଲୋକଙ୍କୁ ବିଭିନ୍ନ ସ୍ଥାନରେ ପହଞ୍ଚାଇବା ପାଇଁ ରିଲିଫ ଓ ଉଦ୍ଧାର କାର୍ଯ୍ୟ ଆଜି ତୃତୀୟ ଦିନ ପାଇଁ ଜାରି ରହିଛି।

ଅଧିକ ସମ୍ବାଦ ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ:

https://samajalive.in

ମୋବାଇଲରେ ସମ୍ବାଦ ପାଇବା ପାଇଁ ଏହି ଲିଙ୍କରେ କ୍ଲିକ କରି ଆମ ହ୍ଵାଟସ ଆପ ଗୃପରେ ଜଏନ କରନ୍ତୁ: 

https://chat.whatsapp.com/K41LU4b2UqfBkJrbOSIO4z

https://chat.whatsapp.com/8tkc88wC0L7089V56S8SyG

ସମାଜ ଡିଜିଟାଲ ନିଉଜ ଅପଡେଟ ଚ୍ୟାନେଲରେ ଫଲୋ କରିବା ପାଇଁ ଏହି ଲିଙ୍କରେ କ୍ଲିକ କରନ୍ତୁ:

https://whatsapp.com/channel/0029VaKt8Sq0gcfMSlTf6B43

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories