www.samajalive.in
Saturday, December 13, 2025
26.1 C
Bhubaneswar

ଲଜରୁ ଫୁଲ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର

କଟକ: ଲଜରୁ ଫୁଲ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଜଗତପୁର ଥାନା ଅଞ୍ଚଳର ଏକ ଲଜରୁ ମିଳିଲା ଫୁଲ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର ହୋଇି। ଶୁକ୍ରବାର ୩ରୁ ୪ଜଣ ଯୁବକଙ୍କ ସହ ଜଗତପୁର ଅଞ୍ଚଳରେ ଥିବା ଏକ ଲଜକୁ ଯାଇଥିଲେ ଫୁଲ ବ୍ୟବସାୟୀ। ଆଜି ସେହି ଲଜରୁ ଫୁଲ ବ୍ୟବସାୟୀଙ୍କ ମୃତଦେହ ପୁଲିସକୁ ମିଳିଛି। ଲଜରୁ ପୁଲିସ ମୃତଦେହ ଉଦ୍ଧାର ପରେ ବ୍ୟବଚ୍ଛେଦ ପାଇଁ ପଠାଇଛି। ଫୁଲ ବ୍ୟବସାୟୀଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ। ତେବେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଫୁଲ ବ୍ୟବସାୟୀଙ୍କ ମୃତ୍ୟୁର କାରଣ ଜଣାପଡ଼ିବ। ଏ ସଂକ୍ରାନ୍ତରେ ଏକ ମାମଲା ରୁଜୁ କରି ଜଗତପୁର ପୁଲିସ ତଦନ୍ତ ଆରମ୍ଭ କରିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories