www.samajalive.in
Sunday, December 7, 2025
14.1 C
Bhubaneswar

ଓଡ଼ିଆ ସାମ୍ବାଦିକତା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଆଜି ଓଡ଼ିଆ ସାମ୍ବାଦିକତା ଦିବସ। ପ୍ରତିବର୍ଷ ଅଗଷ୍ଟ ୪ ତାରିଖକୁ ଓଡ଼ିଶାରେ ଓଡ଼ିଆ ସାମ୍ବାଦିକତା ଦିବସ ଭାବେ ପାଳନ କରାଯାଏ। କାରଣ ଏହିଦିନ ଜନ୍ମ ନେଇଥିଲା ପ୍ରଥମ ଓଡ଼ିଆ ମୁଦ୍ରିତ ସମ୍ବାଦପତ୍ର ‘ଉତ୍କଳ ଦୀପିକା’। ଏହି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।


‘ଏକ୍ସ’ରେ ସେ ଲେଖିଛନ୍ତି, ‘‘୧୮୬୬ ମସିହା ଆଜିର ଦିନରେ ଓଡ଼ିଶାର ପ୍ରଥମ ସମ୍ବାଦପତ୍ର ‘ଉତ୍କଳ ଦୀପିକା’ ପ୍ରକାଶ ପାଇଥିଲା। ‘ଓଡ଼ିଆ ସାମ୍ବାଦିକତା ଦିବସ’ ଅବସରରେ ଓଡ଼ିଆ ଭାଷାରେ ସମ୍ବାଦ ପରିବେଷଣ ଦ୍ୱାରା ଜନସାଧାରଣଙ୍କୁ ସଚେତନ କରୁଥିବା ସମସ୍ତ ସାମ୍ବାଦିକ ଭାଇ ଓ ଭଉଣୀମାନଙ୍କୁ ସାଧୁବାଦ୍।’’

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories