www.samajalive.in
Tuesday, December 9, 2025
15.1 C
Bhubaneswar

କଟକ ଓ ଖୋର୍ଦ୍ଧାକୁ ୩ ଘଣ୍ଟିଆ ସତର୍କତା, ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ

ଭୁବନେଶ୍ବର: କଟକ ଓ ଖୋର୍ଦ୍ଧା ଜିଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାକୁ ଥିବାରୁ କଟକ ଓ ଖୋର୍ଦ୍ଧାକୁ ୩ ଘଣ୍ଟିଆ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ତେଲେ ଏହି ଦୁଇ ଜିଲାର ଲୋକେ ସୁରକ୍ଷିତ ସ୍ଥାନରେ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories