www.samajalive.in
Sunday, December 7, 2025
26.1 C
Bhubaneswar

ପ୍ୟାରିସ ଅଲିମ୍ପିକ୍ସ ପୁରୁଷ ଏକକ ବ୍ୟାଡମିଣ୍ଟନ: ସେମିଫାଇନାଲରେ ହାରିଲେ ଲକ୍ଷ୍ୟ ସେନ

ପ୍ୟାରିସ: ପ୍ୟାରିସ ଅଲିମ୍ପିକ୍ସର ପୁରୁଷ ଏକକ ବ୍ୟାଡମିଣ୍ଟନ ସେମି ଫାଇନାଲ ମ୍ୟାଚରେ ପରାସ୍ତ ହୋଇ ସମସ୍ତଙ୍କୁ ନିରାଶ କରିଛନ୍ତି ଲକ୍ଷ୍ୟ ସେନ । ଡେନମାର୍କର ଷ୍ଟାର ଭିକ୍ଟର ଆକ୍ସେଲସେନଙ୍କଠୁ ୦-୨ରେ ହାରିଯାଇଛନ୍ତି ଲକ୍ଷ୍ୟ ସେନ । ଏବେ ସେ କାଂସ୍ୟ ପଦକ ପାଇଁ ଲଢେଇ କରିବେ । ସୋମବାର ସନ୍ଧ୍ୟାରେ ମାଲେସିଆର ଲି ଜି ଜିଆଙ୍କ ସହ ସେ କାଂସ୍ୟ ପଦକ ପାଇଁ ମଇଦାନକୁ ଓହ୍ଲାଇବେ ।

ପ୍ୟାରିସ୍ ଅଲିମ୍ପିକ୍ସ: ବ୍ରିଟେନକୁ ହରାଇଲା ଭାରତୀୟ ପୁରୁଷ ହକି ଦଳ

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories