www.samajalive.in
Sunday, December 7, 2025
23.1 C
Bhubaneswar

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅର୍ଥାତ୍ ସୋମବାର ଅଭିଯୋଗ ଶୁଣାଣି କରିବେ। ଭୁବନେଶ୍ବର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଦିନ ୧୧ରୁ ଅଭିଯୋଗ ଶୁଣାଣି ହେବ। ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ ଆଜି ସକାଳ ୮ଟାରୁ ୧୨ଟା ପର୍ଯ୍ୟନ୍ତ ସେହି ସ୍ଥାନରେ ହେବ। ଜନସାଧାରଣ ଉକ୍ତ ଅଭିଯୋଗ ଶୁଣାଣି ସ୍ଥାନରେ ଉପରୋକ୍ତ ସମୟରେ ଉପସ୍ଥିତ ରହି ନିଜର ପଞ୍ଜୀକରଣ କରାଇ ଅଭିଯୋଗଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories