ବାଲତିରେ ପିଟିପିଟି ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ!
ଜଳେଶ୍ୱର : ବାଲତିରେ ପିଟିପିଟି ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ । ଏଭଳି ଏକ ଅଭାବନୀୟ ଘଟଣା ସୋମବାର ଘଟିଛି । ପାରିବାରିକ କଳହକୁ ନେଇ ବାଣିଦା ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ସ୍ତ୍ରୀକୁ ବାଲତିରେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ପରେ ସ୍ୱାମୀକୁ ଥାନାରେ ଅଟକ ରଖି ପୁଲିସ ପଚରାଉଚରା ଆରମ୍ଭ କରିଛି । ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ଘଟଣାର ତଦନ୍ତ ଜାରି ରହିଛି ।
ଡେଙ୍ଗୁରୁ ଠିକ୍ ହେବା ପରେ ଏମିତି ନିଅନ୍ତୁ ସ୍ୱାସ୍ଥ୍ୟର ଯତ୍ନ : ଖାଆନ୍ତୁ ଏସବୁ..
Comments are closed.