www.samajalive.in
Thursday, December 11, 2025
14.1 C
Bhubaneswar

ଭାରତରେ ଶେଖ୍ ହସିନା

ନୂଆଦିଲ୍ଲୀ : ଭାରତରେ ପହଞ୍ଚିଛନ୍ତି ବାଲାଂଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା । ହସିନା ହିଣ୍ଡନ ଏୟାରବେସରେ ପହଞ୍ଚିଥିବାବେଳେ ବାୟୁସେନା ଅଧିକାରୀ ତାଙ୍କୁ ସ୍ବାଗତ କରିଛନ୍ତି । ବାସଭବନକୁ ହଜାର ହଜାର ଆନ୍ଦୋଳନକାରୀ ପ୍ରବେଶ କରିବା ପରେ ସୁରକ୍ଷା ପାଇଁ ଶେଖ ହସିନା ଦେଶ ଛାଡିଛନ୍ତି । କହିରଖୁଛୁ ଅନେକ ଦିନ ଧରି ବାଂଲାଦେଶରେ ବିଦ୍ରୋହର ବହ୍ନି ଜଳୁଛି । ଶେଷରେ ପରିସ୍ଥିତି ଅଣାୟତ ହେବା ପରେ ନିଜ ପଦରୁ ଇସ୍ତଫା ଦେଇ ହସିନା ଦେଶ ଛାଡିଛନ୍ତି ।

ଧାମରାରେ ବିଜେଡିର ମିଶ୍ରଣ ପର୍ବ, ବିଧାୟକଙ୍କ ଉପସ୍ଥିତିରେ ଦାୟିତ୍ୱ ବଣ୍ଟନ

Hot this week

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

Related Articles

Popular Categories