www.samajalive.in
Friday, December 5, 2025
20.1 C
Bhubaneswar

ଗିରଫ ହେଲେ କୋଟିପତି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥ

ଭୁବନେଶ୍ୱର: ଦୀର୍ଘ ଘଣ୍ଟା ଚଢାଉ ଓ ପଚରାଉଚରା ପରେ ଗିରଫ ହେଲେ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ବିରୋଧରେ ମାମଲା ରୁଜୁ କରିବା ସହ ଗିରଫ କରାଯାଇଥିବା ସୂଚନା ଦେଇଛି ଭିଜିଲାନ୍ସ। ସୋମବାର ୧୨ଟି ସ୍ଥାନରେ ଚଢାଉ ବେଳେ ଯନ୍ତ୍ରୀଙ୍କଠାରୁ ୧କୋଟି ୭୨ଲକ୍ଷ ଟଙ୍କାର ନଗଦ ଜମା, ୪୫ଟି ପ୍ଲଟ, ୧ କିଲୋ ସୁନା, ୨ଟି ଜେସିବି, ଗୋଟିଏ ଏକ୍ସଭେଟର, ଗୋଟିଏ ପଥରଭଙ୍ଗା ମେସିନ ଆଦି ଠାବ ହୋଇଥିଲା। ଆଜି ପ୍ରଦୀପଙ୍କୁ କୋର୍ଟ ଚାଲାଣ କରାଯିବ। ୩୦ଘଣ୍ଟାରୁ ଅଧିକ ସମୟ ହେବ ପ୍ରଦୀପଙ୍କ ଘରେ ଛାନଭିନ କରିଛି ଭିଜିଲାନ୍ସ ଟିମ୍‌‌।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories