www.samajalive.in
Tuesday, December 9, 2025
16.1 C
Bhubaneswar

ଅଶାନ୍ତ ବାଂଲାଦେଶ – ନେପାଳ ଦୂତାବାସ ଜାରିକଲା ସତର୍କ ସୂଚନା

ଡେସ୍କ: ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ ଢାକାସ୍ଥିତ ନେପାଳ ଦୂତାବାସ ସେଠାରେ ରହୁଥିବା ନିଜ ନାଗରିକଙ୍କ ପାଇଁ ଆଡଭାଇଜରି ଜାରି କରିଛି। ଦୂତାବାସ ଏକ ନୋଟିସ୍ ଜାରି କରି ସମସ୍ତ ନେପାଳୀ ନାଗରିକମାନଙ୍କୁ ସେମାନଙ୍କ ସ୍ଥାନରେ ସୁରକ୍ଷିତ ରହିବାକୁ ଏବଂ ଆବଶ୍ୟକ ସ୍ଥଳେ ଦୂତାବାସ ସହାୟତା ନେବାକୁ ଅନୁରୋଧ କରିଛି।

ବର୍ତମାନ ବାଂଲାଦେଶରେ ପ୍ରାୟ ୪୦୦ ନେପାଳୀ ଅଛନ୍ତି, ଯେଉଁମାନଙ୍କ ମଧ୍ୟରୁ ଅଧିକାଂଶ ଡାକ୍ତରଖାନାରେ ଇଣ୍ଟର୍ଣ୍ଣ ଭାବେ କାମ କରୁଛନ୍ତି। ସେଠାରେ ଅଧ୍ୟୟନ କରୁଥିବା ୨ ହଜାର ୬୦୦ ନେପାଳୀ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ଅଧିକାଂଶ ଘରକୁ ଫେରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories